ଓଡ଼ିଶା

ଏପ୍ରିଲ ଶେଷ ଆଡ଼କୁ ପ୍ରଚାର ମଇଦାନକୁ ଓହ୍ଲାଇ ପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଏପ୍ରିଲ ଶେଷ ଆଡ଼କୁ ପ୍ରଚାର ମଇଦାନକୁ ଓହ୍ଲାଇ ପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ପରି ସ୍ୱତନ୍ତ୍ର ବସରେ ଲୋକଙ୍କ ନିକଟକୁ ଯାଇ ପ୍ରଚାର କରିପାରନ୍ତି ନବୀନ ପଟ୍ଟନାୟକ ।

ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବାକୁ ଥିବା କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ନିର୍ବାଚନ ପ୍ରଚାର କରିବେ ନବୀନ ।

Related Articles

Back to top button
WP Twitter Auto Publish Powered By : XYZScripts.com