ଓଡ଼ିଶା

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ପ୍ରତିଷ୍ଠିତ ବ୍ୟବସାୟୀ ଦିଲ୍ଲୀପ ରାୟଙ୍କୁ ଆଶ୍ୱସ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ପ୍ରତିଷ୍ଠିତ ବ୍ୟବସାୟୀ ଦିଲ୍ଲୀପ ରାୟଙ୍କୁ ଆଶ୍ୱସ୍ତି। ଏଥର ନିର୍ବାଚନ ଲଢ଼ିବା ନେଇ ଦିଲ୍ଲୀପଙ୍କ ବାଟ ଫିଟିଲା। କାରଣ ଦିଲ୍ଲୀପ ରାୟଙ୍କ କୋଇଲା ଦୁର୍ନୀତି ମାମଲା ଦଣ୍ଡାଦେଶ ଉପରେ ରହିତାଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ ।

ରହିତାଦେଶ ନେଇ ଖବର ସରବରାହ PTI ସୂତ୍ରରୁ ସୂଚନା ମିଳିଛି । ତେବେ ଦିଲ୍ଲୀପ ଏଥର ପୁଣିଥରେ ରାଉରକେଲାରୁ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ହେଉଥିବା ବେଳେ କୋର୍ଟଙ୍କ ଆଶ୍ୱସ୍ତି ଦିଲ୍ଲୀପଙ୍କ ପାଇଁ ଖୁସି ଖବର ଆଣିଦେଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com