ଓଡ଼ିଶା

ଯୁବ ପ୍ରତିଭା ଓ ସଂଶାଧନକୁ ଅଧିକରୁ ଅଧିକ ବ୍ୟବହାର କରି ଭାରତକୁ ବିଶ୍ୱ ଅର୍ଥନୀତିରେ ଶୀର୍ଷ ସ୍ତରରେ ପହଁଞ୍ଚାଇବା ପାଇଁ ଛାତ୍ର ଶକ୍ତିକୁ ରାଜ୍ୟପାଳ ରଘୁବର ଦାସ ଆହ୍ୱାନ ଦେଇଛନ୍ତି

ଯୁବ ପ୍ରତିଭା ଓ ସଂଶାଧନକୁ ଅଧିକରୁ ଅଧିକ ବ୍ୟବହାର କରି ଭାରତକୁ ବିଶ୍ୱ ଅର୍ଥନୀତିରେ ଶୀର୍ଷ ସ୍ତରରେ ପହଁଞ୍ଚାଇବା ପାଇଁ ଛାତ୍ର ଶକ୍ତିକୁ ରାଜ୍ୟପାଳ ରଘୁବର ଦାସ ଆହ୍ୱାନ ଦେଇଛନ୍ତି ।

ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ରାଜ୍ୟପାଳ କହିଛନ୍ତି, ଛାତ୍ର ଜୀବନର ଅଭ୍ୟାସ ସାରା ଜୀବନ ରହିଥାଏ । ଛାତ୍ରଛାତ୍ରୀମାନେ ଅନୁଶାସନରେ ରହିବା ଓ ଶିଖିବା ଦରକାର ।

Related Articles

Back to top button
WP Twitter Auto Publish Powered By : XYZScripts.com