ମନୋରଞ୍ଜନ

ତେଲୁଗୁ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ନିଜ ଜନ୍ମଦିନରେ ତାଙ୍କ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି

ତେଲୁଗୁ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ନିଜ ଜନ୍ମଦିନରେ ତାଙ୍କ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଅଭିନେତାଙ୍କ ଆଗାମୀ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା-୨’ର ଟିଜର ରିଲିଜ୍ କରିଛନ୍ତି ନିର୍ମାତା, ଯାହା ଏବେ ଭାଇରାଲ ହେବାରେ ଲାଗିଛି।

ମୈତ୍ରି ମୁଭି ମେକର୍ସର ୟୁଟ୍ୟୁବ ଚ୍ୟାନେଲରେ ଟିଜର ରିଲିଜ୍ କରାଯାଇଛି। କିଛି ମାସ ତଳେ ଫିଲ୍ମର ପୋଷ୍ଟର ରିଲିଜ୍ କରିଥିଲେ ନିର୍ମାତା। ଏଥିରେ ଅଲ୍ଲୁଙ୍କ ଲୁକ୍ ସାମ୍ନାକୁ ଆସିଥିଲା।

Related Articles

Back to top button