ଅନ୍ତର୍ଜାତୀୟ

ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ‘ଫ୍ଲୋରିଆ’ ପକ୍ଷରୁ ଆମେରିକାର ଫ୍ଲୋରିଡା ରାଜ୍ୟରେ ଥିବା ଟାମ୍ପା ସହରରେ ପାଳିତ ହୋଇଛି ଉତ୍କଳ ଉତ୍ସବ

ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ‘ଫ୍ଲୋରିଆ’ ପକ୍ଷରୁ ଆମେରିକାର ଫ୍ଲୋରିଡା ରାଜ୍ୟରେ ଥିବା ଟାମ୍ପା ସହରରେ ପାଳିତ ହୋଇଛି ଉତ୍କଳ ଉତ୍ସବ।

ଓଡ଼ିଆ ଭାଷା ଓ ସଂସ୍କୃତିର ପ୍ରଚାର ଓ ପ୍ରସାର ତଥା ମା’ ମାଟି ଓ ମାତୃଭାଷା ପ୍ରତି ଶ୍ରଦ୍ଧା ସୃଷ୍ଟି କରାଇବା ଥିଲା ଏହି ଉତ୍ସବର ଆଭିମୁଖ୍ୟ। ପ୍ରାୟ ୨ଶହ ଓଡ଼ିଆ ପରିବାର ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

Related Articles

Back to top button