ଓଡ଼ିଶା
ଛତିଶଗଡ଼ ସୁକମାରେ ୨୧ ବର୍ଷ ପରେ ଖୋଲିଲା ପ୍ରଭୁ ଶ୍ରୀରାମଙ୍କ ମନ୍ଦିର

ଛତିଶଗଡ଼ ସୁକମାରେ ୨୧ ବର୍ଷ ପରେ ଖୋଲିଲା ପ୍ରଭୁ ଶ୍ରୀରାମଙ୍କ ମନ୍ଦିର। ମାଓ ହିଂସା ଭୟରେ ଗତ ୨୦୦୩ରୁ ଅର୍ଥାତ ୨୧ ବର୍ଷ ଧରି ବନ୍ଦ ଥିବା ଶ୍ରୀରାମ ମନ୍ଦିରକୁ ଖୋଲାଯିବା ସହ ସେଠାର ପୂଜାର୍ଚ୍ଚନା ଆରମ୍ଭ ହୋଇଛି।
ମନ୍ଦିର ପରିଚାଳନାର ସମସ୍ତ ଦାୟିତ୍ୱ ସ୍ଥାନୀୟ ବାସିନ୍ଦଙ୍କୁ ହସ୍ତାନ୍ତର କରିଛନ୍ତି CRPF ଯବାନ।ତେବେ ମାଓବାଦୀଙ୍କ ଚେତାବନୀ କାରଣରୁ ଲୋକେ ଭୟରେ ମନ୍ଦିର ଯିବା ବନ୍ଦ କରିଦେଇଥିଲେ।