ମନୋରଞ୍ଜନ

ଜୀ ସାର୍ଥକରେ ସଫଳତାର ସହିତ ଆଗେଇ ଚାଲିଛି ଧାରାବାହିକ ‘ତୁ ଖରା ମୁଁ ଛାଇ

ଜୀ ସାର୍ଥକରେ ସଫଳତାର ସହିତ ଆଗେଇ ଚାଲିଛି ଧାରାବାହିକ ‘ତୁ ଖରା ମୁଁ ଛାଇ’ । ସୋମବାରରୁ ଶନିବାର ରାତି ୮:୩୦ ରେ ପ୍ରସାରିତ ଭିନ୍ନ ଧରଣର ଏହି ଧାରାବାହିକ କାହାଣୀର ମୁଖ୍ୟ ଚରିତ୍ରରେ ନଜର ଆସିଛନ୍ତି ଏଜେ ଓ ମାନିନୀ ।

ସମୟର ଅଗ୍ରଗତି ସହ କାହାଣୀର ଗତି ମଧ୍ୟ ଆଗକୁ ବଢି ଚାଲିଛି । ଅନେକ ରୋଚକ ମୋଡ଼ ସହ ଦର୍ଶକଙ୍କ ମନ ଜିତିବାରେ ସଫଳ ହୋଇ ‘ତୁ ଖରା ମୁଁ ଛାଇ’ ୪୦୦ ଅଧ୍ୟାୟର ପୂର୍ଣ୍ଣ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com