ଓଡ଼ିଶା

ଆହୁରି ୨-୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଆଶଙ୍କା

ଆହୁରି ୨-୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଆଶଙ୍କା ରହିଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଅନ୍ୟପଟେ ମଙ୍ଗଳବାର ଠାରୁ ରାଜ୍ୟରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com