ଜାତୀୟ

କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁରଙ୍କୁ ଧମକପୂର୍ଣ୍ଣ ଚିଠି ଆସିଛି

କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁରଙ୍କୁ ଧମକପୂର୍ଣ୍ଣ ଚିଠି ଆସିଛି। ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଠାକୁରଙ୍କୁ ଚିଠି ମାଧ୍ୟମରେ ଧମକ ଦିଆଯାଇଛି।

ପଶ୍ଚିମବଙ୍ଗରେ ଏନଆରସି ଓ ସିଏଏ ଲାଗୁ ହେଲେ ପରିଣାମ ଭୋଗିବାକୁ ପଡ଼ିବ ବୋଲି ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତୋଏବା ପକ୍ଷରୁ ଏହି ଚିଠି ପଠାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com