ଓଡ଼ିଶା
ଆଉ ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ
ଆଉ ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ । ଶରୀରରେ ଟାଟୁ କରିବା ଦ୍ୱାରା ଓଡ଼ିଶା ପୁଲିସର ସମ୍ମାନ ହାନି ହେଉଥିବାରୁ ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍।
ବେକ କିମ୍ବା ହାତରେ ଟାଟୁ କରିପାରିବେ ନାହିଁ । ଯଦି ଉକ୍ତ ବାଟାଲିୟନର କୌଣସି ପୁଲିସ ଅଧିକାରୀ ଟାଟୁ କରିଛନ୍ତି ତେବେ ୧୫ ଦିନ ମଧ୍ୟରେ ଏହାକୁ ଲିଭାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।