ଓଡ଼ିଶା

ଆଉ ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ

ଆଉ ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ । ଶରୀରରେ ଟାଟୁ କରିବା ଦ୍ୱାରା ଓଡ଼ିଶା ପୁଲିସର ସମ୍ମାନ ହାନି ହେଉଥିବାରୁ ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍।

ବେକ କିମ୍ବା ହାତରେ ଟାଟୁ କରିପାରିବେ ନାହିଁ । ଯଦି ଉକ୍ତ ବାଟାଲିୟନର କୌଣସି ପୁଲିସ ଅଧିକାରୀ ଟାଟୁ କରିଛନ୍ତି ତେବେ ୧୫ ଦିନ ମଧ୍ୟରେ ଏହାକୁ ଲିଭାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com