କ୍ରୀଡ଼ା

ଆସନ୍ତା ଜୁନରେ ଆରମ୍ଭ ହେବ ଟି-୨୦ ବିଶ୍ୱକପ୍

ଆସନ୍ତା ଜୁନରେ ଆରମ୍ଭ ହେବ ଟି-୨୦ ବିଶ୍ୱକପ୍ । ଚଳିତ ବର୍ଷ ଆମେରିକା ଏବଂ ୱେଷ୍ଟଇଣ୍ଡିଜ୍ ଆୟୋଜକ ରହିଥିବା ବେଳେ ସମସ୍ତ ଦଳ ପକ୍ଷରୁ ଜୋରଦାର ପ୍ରସ୍ତୁତି ଜାରି ରହିଛି ।

ଏଥିମଧ୍ୟରେ ନୁ୍ୟଜିଲାଣ୍ଡ ବିପକ୍ଷ ଖେଳାଯିବାକୁ ଥିବା ୫ଟି ମ୍ୟାଚ୍ ବିଶିଷ୍ଟ ଟି ୨୦ ସିରିଜ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ଼ ଏହାର ଦଳ ଘୋଷଣା କରିଛି । ଏନେଇ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com