ଜାତୀୟ

ପଶ୍ଚିମବଙ୍ଗର ବହୁ ଚର୍ଚ୍ଚିତ ସନ୍ଦେଶଖାଲି ମାମଲାର ଏବେ ତଦନ୍ତ କରିବ ସିବିଆଇ

ପଶ୍ଚିମବଙ୍ଗର ବହୁ ଚର୍ଚ୍ଚିତ ସନ୍ଦେଶଖାଲି ମାମଲାର ଏବେ ତଦନ୍ତ କରିବ ସିବିଆଇ। ସନ୍ଦେଶଖାଲିର ଦୁଷ୍କର୍ମ, ଯୌନ ନିର୍ଯାତନା ଓ ଜମି ହଡପ ମାମଲାର ସିବିଆଇକୁ ତଦନ୍ତ କରିବାକୁ କଲିକତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

କୋର୍ଟଙ୍କ ଏହି ନିର୍ଦ୍ଦେଶ ଆସିବା ପରେ ପଶ୍ଚିମବଙ୍ଗର ଟିଏମ୍‌ସି ସରକାରକୁ ଏକ ଝଟ୍‌କା ଲାଗିଛି।ଏହାପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଏକ ଟିମ୍ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ସିବିଆଇକୁ ହସ୍ତାନ୍ତର କରାଯାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com