ଓଡ଼ିଶା

ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି

ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । ଛାତ୍ରଛାତ୍ରୀଙ୍କୁ ମାଗଣାରେ ଖାଇବା, ଡ୍ରେସ, ଲାପଟପ, ବହି ଆଦି ପ୍ରଦାନ କରୁଛନ୍ତି ।

ତେବେ ଏହା ମଧ୍ୟରେ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସ୍ତ ଘରୋଇ ଓ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ପୁସ୍ତକ ମିଳିବ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଏହି ସୁବିଧା ପାଇବେ ।

Related Articles

Back to top button
WP Twitter Auto Publish Powered By : XYZScripts.com