ମନୋରଞ୍ଜନ
ଓଲିଉଡର ଆଉ ଏକ ଚର୍ଚ୍ଚିତ କଳି ଥାନାରେ ପହଞ୍ଚିଛି
ଓଲିଉଡର ଆଉ ଏକ ଚର୍ଚ୍ଚିତ କଳି ଥାନାରେ ପହଞ୍ଚିଛି। ଓଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଓ ପ୍ରଯୋଜକ ପ୍ରୀତମ ସାହୁ ଗଲା ୬ ମାସ ହେବ ସୋସିଆଲ୍ ମିଡିଆରେ ମୁହାଁମୁହିଁ ହେଉଥିବା ବେଳେ ମାମଲା ଆଜି ବିଡାନାସୀ ଥାନାରେ ପହଞ୍ଚିଛି।
ପୁଲିସ ଉଭୟ ପକ୍ଷଙ୍କୁ ଆପୋସ ସମାଧାନ ପାଇଁ କହୁଥିବା ବେଳେ ବୁଦ୍ଧାଦିତ୍ୟ ଆଜି ସାମ୍ବାଦିକ ସମ୍ମିଳନୀ ଜରିଆରେ ନିଜର କ୍ଷୋଭ ପ୍ରକାଶ କରିଛନ୍ତି।