ମନୋରଞ୍ଜନ

ଓଲିଉଡର ଆଉ ଏକ ଚର୍ଚ୍ଚିତ କଳି ଥାନାରେ ପହଞ୍ଚିଛି

ଓଲିଉଡର ଆଉ ଏକ ଚର୍ଚ୍ଚିତ କଳି ଥାନାରେ ପହଞ୍ଚିଛି। ଓଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଓ ପ୍ରଯୋଜକ ପ୍ରୀତମ ସାହୁ ଗଲା ୬ ମାସ ହେବ ସୋସିଆଲ୍ ମିଡିଆରେ ମୁହାଁମୁହିଁ ହେଉଥିବା ବେଳେ ମାମଲା ଆଜି ବିଡାନାସୀ ଥାନାରେ ପହଞ୍ଚିଛି।

ପୁଲିସ ଉଭୟ ପକ୍ଷଙ୍କୁ ଆପୋସ ସମାଧାନ ପାଇଁ କହୁଥିବା ବେଳେ ବୁଦ୍ଧାଦିତ୍ୟ ଆଜି ସାମ୍ବାଦିକ ସମ୍ମିଳନୀ ଜରିଆରେ ନିଜର କ୍ଷୋଭ ପ୍ରକାଶ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com