ଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାର କାର୍ଯ୍ୟରୁ ବହିଷ୍କୃତ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାର କାର୍ଯ୍ୟରୁ ବହିଷ୍କୃତ। ସରକାରୀ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିଥିବା ଅଭିଯୋଗରେ ଭିଜିଲାନ୍ସ ଆଜି ତାଙ୍କୁ କାର୍ଯ୍ୟରୁ ବହିଷ୍କାର କରିଛି।

ତୁରନ୍ତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ବିଭବ କୁମାକଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି।

Related Articles

Back to top button