ଜାତୀୟ

ଡିଜିଟାଲ୍ ପେମେଣ୍ଟ କ୍ଷେତ୍ରରେ ଭାରତର ନୂଆ ରେକର୍ଡ

ଡିଜିଟାଲ୍ ପେମେଣ୍ଟ କ୍ଷେତ୍ରରେ ଭାରତର ନୂଆ ରେକର୍ଡ। ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଡିଜିଟାଲ ପେମେଣ୍ଟରେ ଭାରତର ଅଭିବୃଦ୍ଧି ଉପରେ ଆଲୋକପାତ କରି କହିଛନ୍ତି ଯେ ଦେଶରେ ଏକ ମାସ ମଧ୍ୟରେ ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ ମାଧ୍ୟମରେ ୧୨୦ କୋଟି ଟଙ୍କା ମୂଲ୍ୟର କାରବାର କରାଯାଉଛି। ଆମେରିକାରେ ଗୋଟିଏ ବର୍ଷରେ କେବଳ ୪୦ କୋଟି ଟଙ୍କା ଡିଜିଟାଲ କାରବାର ହେଉଛି ।

Related Articles

Back to top button