ଓଡ଼ିଶା

ରବିବାର ଠୁ ମା ସମଲେଶ୍ବରୀଙ୍କ ପୀଠ ପରିସରରେ ମାଦକ ଦ୍ରବ୍ୟ , ପାନ ଗୁଟକା, ବିଡି, ସିଗାରେଟ ଆଦି ଦ୍ରବ୍ୟର ବ୍ୟବହାର ଉପରେ ରୋକ୍‌ ଲଗାଯାଇଛି

ରବିବାର ଠୁ ମା ସମଲେଶ୍ବରୀଙ୍କ ପୀଠ ପରିସରରେ ମାଦକ ଦ୍ରବ୍ୟ , ପାନ ଗୁଟକା, ବିଡି, ସିଗାରେଟ ଆଦି ଦ୍ରବ୍ୟର ବ୍ୟବହାର ଉପରେ ରୋକ୍‌ ଲଗାଯାଇଛି।

ଏନେଇ ସମଲେଶ୍ଵରୀ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କୌଣସି ପ୍ରକାର ମାଦକ ଦ୍ରବ୍ୟ ମନ୍ଦିର ପରିସର ଭିତରକୁ ନଆଣିବାକୁ ଟ୍ରଷ୍ଟ ପକ୍ଷରୁ ଅନୁରୋଧ କରାଯାଇଛି । ଏହି ନିଷ୍ପତ୍ତିକୁ ନମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଟ୍ରଷ୍ଟ ପକ୍ଷରୁ କୁହାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com