କ୍ରୀଡ଼ା

ଟି-ଟ୍ଵେଣ୍ଟି ବିଶ୍ଵକପ ପାଇଁ ଭାରତୀୟ ଦଳ ଘୋଷଣା

ଟି-ଟ୍ଵେଣ୍ଟି ବିଶ୍ଵକପ ପାଇଁ ଭାରତୀୟ ଦଳ ଘୋଷଣା। ୧୫ ଜଣିଆ ଭାରତୀୟ ଦଳ ଘୋଷଣା କଲା ବିସିସିଆଇ। ରୋହିତ ଶର୍ମା ଅଧିନାୟକ, ହାର୍ଦ୍ଦିକ ପାଣ୍ଡ୍ୟା ଉପଅଧିନାୟକ ଅଛନ୍ତି।

ଅନ୍ୟ ଖେଳାଳି ହେଲେ ଯଶସ୍ଵୀ ଜୟସ୍ଵାଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଋଷଭ ପନ୍ତ, ସଂଜୁ ସାମସନ, ଶିବମ ଦୁବେ, ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ଅର୍ଶଦୀପ ସିଂହ, କୁଲଦୀପ ଯାଦବ, ଯଶପ୍ରୀତ ବୁମରା, ମହମ୍ମଦ ସିରାଜ ଓ ୟୁଜବେନ୍ଦ୍ର ଚହଲ।

Related Articles

Back to top button
WP Twitter Auto Publish Powered By : XYZScripts.com