କ୍ରୀଡ଼ା

ପ୍ୟାରିସ୍ ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଲାଗିଛି ବଡ଼ ଝଟକା

ପ୍ୟାରିସ୍ ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଲାଗିଛି ବଡ଼ ଝଟକା । ଭାରତୀୟ ମହିଳା ମୁଷ୍ଟିଯୋଦ୍ଧା ଏମସି ମ୍ୟାରି କମ୍‌ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତର ଶେଫ୍‌- ଦି- ମିଶନ ପଦରୁ ଓହରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।

ଏନେଇ ସେ ଭାରତୀୟ ଅଲିମ୍ପିକ ସଂଘର ଅଧ୍ୟକ୍ଷା ପିଟି ଉଷାଙ୍କୁ ଏକ ପତ୍ର ଲେଖି ଏହି ପଦରୁ ଇସ୍ତାଫା ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ୪୧ ବର୍ଷୀୟ ମେରୀ କମ୍ ୬ ଥର ବିଶ୍ୱ ମୁଷ୍ଟିଯୋଦ୍ଧା ଚମ୍ପିଆନ ରହିସାରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com