ଓଡ଼ିଶା

ରାଜ୍ୟରେ ଦୃଷ୍ଟାନ୍ତମୂଳକ ଭାବେ ବଢ଼ିବ ତାପମାତ୍ରା

ରାଜ୍ୟରେ ଦୃଷ୍ଟାନ୍ତମୂଳକ ଭାବେ ବଢ଼ିବ ତାପମାତ୍ରା। ପୁଣି ଥରେ ଟାଣ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ। ମୁଣ୍ଡ ଫଟା ଖରା ସାଙ୍ଗକୁ ବହିବ ଝାଞ୍ଜି ପବନ।

ଫଳରେ ପୁଣି ଥରେ ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ପାର୍‌ କରିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟରେ ୮ ଡିଗ୍ରୀ ପର୍ଯ୍ୟନ୍ତ ତାପାତ୍ରା ବୃଦ୍ଧି ପାଇବ। ଏହାଦ୍ୱାରା ରାଜ୍ୟରେ ପୁଣି ଗୋଟିଏ ପର୍ଯ୍ୟାୟ ଗ୍ରୀଷ୍ମ ଲହରୀ ଆରମ୍ଭ ହେବ।

Related Articles

Back to top button