ଜାତୀୟ

ନିର୍ବାଚନୀ ପ୍ରଚାର ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପଥର ମାଡ

ନିର୍ବାଚନୀ ପ୍ରଚାର ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପଥର ମାଡ । ବିଜୟୱାଡାରେ ରୋଡ ସୋ’ କରୁଥିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି ଜଗନ ମୋହନ ରେଡ୍ଡୀ।

ବସ୍ ଉପରେ ଛିଡ଼ା ହୋଇ ଲୋକଙ୍କୁ ଅଭିବାଦନ ଗ୍ରହଣ ବେଳେ ହଠାତ୍ ତାଙ୍କ ଉପରକୁ ପଥର ମାଡ଼ ହୋଇଥିଲା। ତାଙ୍କ କପାଳରେ ଗଭୀର ଆଘାତ ଲାଗିଛି।ୱାଇଏସଆରସିପି ବିଧାୟକ ଭେଲ୍ଲାମପଲ୍ଲୀ ଶ୍ରୀନିବାସ ରାଓ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com