ଜାତୀୟ

ସ୍ବାମୀ-ସ୍ତ୍ରୀ ଉଭୟ ସରକାରୀ ଚାକିରିଆ ହୋଇଥିଲେ ନିର୍ବାଚନ ଡ୍ୟୁଟି ଜଣେ ତୁଲାଇବେ

ସ୍ବାମୀ-ସ୍ତ୍ରୀ ଉଭୟ ସରକାରୀ ଚାକିରିଆ ହୋଇଥିଲେ ନିର୍ବାଚନ ଡ୍ୟୁଟି ଜଣେ ତୁଲାଇବେ। ତେବେ କିଏ ଡ୍ୟୁଟି କରିବ ଆଉ କିଏ କରିବ ନାହିଁ ଏନେଇ ଜିଲା ନିର୍ବାଚନ ଅଧିକାରୀ ନିଷ୍ପତ୍ତି ନେବେ।

ଏ ପ୍ରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ଉତ୍ତରପ୍ରଦେଶ ନିର୍ବାଚନ କମିଶନର । ତେଣୁ ଜଣଙ୍କୁ ପ୍ରାର୍ଥନା ପତ୍ର ଆଧାରରେ ନିର୍ବାଚନ ଡ୍ୟୁଟିରୁ ମୁକ୍ତ ରଖାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com