ଜାତୀୟମନୋରଞ୍ଜନ

ବଲିଉଡ ଅଭିନେତା ସଲମାନ ଖାନଙ୍କ ଘର ବାହାରେ ଫୁଟିଲା ଗୁଳି

ବଲିଉଡ ଅଭିନେତା ସଲମାନ ଖାନଙ୍କ ଘର ବାହାରେ ଫୁଟିଲା ଗୁଳି। ସକାଳ ପ୍ରାୟ ୫ଟା ବେଳେ ମୁମ୍ବାଇର ବାନ୍ଦ୍ରା ସ୍ଥିତ ତାଙ୍କ ଘର ବାହାରେ ଗୁଳି ଫୁଟିଛି। ପ୍ରାୟ ୩ ରାଉଣ୍ଡ ଗୁଳି ଫୁଟିଥିବା ସୂଚନା ମିଳିଛି।

୨ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଗୁଳି ଚଳାଇ ସେଠାରୁ ଫେରାର ହୋଇଯାଇଛନ୍ତି। ସେମାନେ କାହିଁକି ଗୁଳି ଫୁଟାଇଲେ, ସଲମାନଙ୍କୁ ଡରାଇବା ସେମାନଙ୍କର ଉଦ୍ଦେଶ୍ୟ ଥିଲା ନା ଆଉ କିଛି ଏନେଇ ମୁମ୍ବାଇ ପୋଲିସ ଘଟଣାର ତଦନ୍ତ କରୁଛି।

Related Articles

Back to top button
WP Twitter Auto Publish Powered By : XYZScripts.com