ମନୋରଞ୍ଜନ

ତେଲଗୁ ଓ ହିନ୍ଦୀ ଫିଲ୍ମର ସୁପରଷ୍ଟାର ରାମ ଚରଣ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି

ତେଲଗୁ ଓ ହିନ୍ଦୀ ଫିଲ୍ମର ସୁପରଷ୍ଟାର ରାମ ଚରଣ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ଚେନ୍ନାଇ ବିଶ୍ୱବିଦ୍ୟାଳୟରେ ତାଙ୍କୁ ଲିଟରେଚରରେ ସମ୍ମାନଜନକ ଡକ୍ଟରେଟ ପ୍ରଦାନ କରାଯାଇଛି।

୩୯ବର୍ଷ ବୟସରେ ସେ ଏହି ଡିଗ୍ରୀ ହାସଲ କରିଛନ୍ତି। ଏନେଇ ରାମ ଚରଣଙ୍କ ସ୍ତ୍ରୀ ଉପାସନା କୋନିଡେଲା ସୋସିଆଲ ମିଡିଆରେ ପୋଷ୍ଟ କରି ନିଜର ଖୁସି ବ୍ୟକ୍ତ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com