ଓଡ଼ିଶା

ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ

ରାଜ୍ୟରେ ଉପରମୁହାଁ ପାରଦ। ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳରେ ବି ବଢିଛି ତାତି । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଗରମ ଓ ଶୁଷ୍କ ପବନ ପ୍ରବାହିତ ହେଉଥିବାରୁ ଆସନ୍ତା ଦୁଇ ଦିନ ମଧ୍ୟରେ ୧୨ ରୁ ୧୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ।

ବିଶେଷ କରି ଆଭ୍ୟନ୍ତରୀଣ ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ ।

Related Articles

Back to top button
WP Twitter Auto Publish Powered By : XYZScripts.com