ସରକାରୀ ମାଧ୍ୟମିକ ସ୍କୁଲରେ ୭ହଜାର ୫୪୦ ଶିକ୍ଷକଙ୍କୁ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ବାରା ରାଜ୍ୟରେ ଯୁବକ ଯୁବତୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶିକ୍ଷାର ରୂପାନ୍ତରଣ ସହ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନକୁ ଅଧିକ କ୍ରିୟାଶୀଳ କରିବ। ସୋସିଆଲ୍ ମିଡିଆରେ ଏନେଇ 5Tସଚିବ ଭିକେ ପାଣ୍ଡିଆନ୍ ସୂଚନା ଦେଇଛନ୍ତି । ନୂତନ ଶିକ୍ଷକ ନିଯୁକ୍ତି ନେଇ ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ । ରାଜ୍ୟ ସରକାର ଗତବର୍ଷ ୧୩ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି ।
Related Articles
Check Also
Close
-
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ଆରମ୍ଭ ବର୍ଷାSeptember 18, 2022