ରାଜନୀତି

ଲୋକସଭା ନିର୍ବାଚନକୁ ଆଖି ଆଗରେ ରଖି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ଆମ୍ ଆଦମୀ ପାର୍ଟି

ଲୋକସଭା ନିର୍ବାଚନକୁ ଆଖି ଆଗରେ ରଖି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ଆମ୍ ଆଦମୀ ପାର୍ଟି । ଗୁଜରାଟ ପାଇଁ ଦଳ ଏହି ୪୦ ଜଣିଆ ଲିଷ୍ଟ ଘୋଷଣା କରିଛି ।

ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦଳ ଘୋଷଣା କରିଥିବା ଏହି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ମନୀଷ ସିସୋଦିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ନାମ ରହିଛି । ଏହି ତିନି ନେତା ଦିଲ୍ଲୀ ଅବକାରୀ ନୀତି ମାମଲାରେ ଏବେ ତିହାର ଜେଲରେ ଅଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com