ଅନ୍ତର୍ଜାତୀୟ

ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି

ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇରାନ ଇସ୍ରାଏଲ ଉପରେ ଡ୍ରୋନ୍ ଆକ୍ରମଣ କରିଛି। ଅନ୍ୟପକ୍ଷରେ ପ୍ରତିଶୋଧ ନେବାକୁ ଧମକ ଦେଇଛି ଇସ୍ରାଏଲ।

ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିକ୍ତତା ବୃଦ୍ଧି ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇବାର ଯଥେଷ୍ଟ ସମ୍ଭାବନା ସୃଷ୍ଟି ହୋଇଛି। ବିଶ୍ବ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବ୍ୟାରେଲ ପିଛା ୧୦୦ ଡଲାର ଅତିକ୍ରମ କରିବାର ସମ୍ଭାବନା ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com