ଓଡ଼ିଶା

ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟର ନିର୍ଦେଶକ ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି

ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟର ନିର୍ଦେଶକ ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ବଜାୟ ରଖିବା ପାଇଁ ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପ୍ରଧାନଶିକ୍ଷୟିତ୍ରୀ ଦୈନିକ ଦୁଇଟି ଲେଖାଏଁ ଶ୍ରେଣୀରେ ପାଠ ପଢାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଏବେ ପୁନର୍ବାର ୨୦୨୧ର ଏହି ନିର୍ଦେଶନାମା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com