ଜାତୀୟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି ବମ୍ବେ ହାଇକୋର୍ଟ କହିଛନ୍ତି।

ଇଡି ଜଣେ ବ୍ୟକ୍ତିଙ୍କୁ ବିଳମ୍ବିତ ରାତି ଯାଏ ଜେରା କରିବା ଆବେଦନ ଉପରେ ଶୁଣାଣି କରି ଏପରି ଟିପ୍ପଣୀ ଦେଇଛନ୍ତି ବମ୍ବେ ହାଇକୋର୍ଟ। ହାଇକୋର୍ଟ ଇଡିକୁ ’ଆର୍ଥ ଟାଇମ’ ଅର୍ଥାତ ସମୟକୁ ଧ୍ୟାନରେ ରଖି ଜେରା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com