ରାଜନୀତି

ଆସନ୍ତା ୧୯ ଏପ୍ରିଲରେ ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନ

ଆସନ୍ତା ୧୯ ଏପ୍ରିଲରେ ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନ। ୬୦ ସଦସ୍ଯ ବିଶିଷ୍ଟ ନିର୍ବାଚନ ଲାଗି ପ୍ରଚାର ଶେଷ ହୋଇଛି। ଆସନ୍ତା ୨ ଜୁନରେ ଅଛି ଗଣତି।

ଆସନ୍ତା ୨ ଜୁନରେ ବିଧାନସଭା କାର୍ଯ୍ୟକାଳ ଶେଷ ହେଉଥିବା ଦୃଷ୍ଟିରୁ ଏହା ପୂର୍ବରୁ ସମସ୍ତ ପ୍ରକ୍ରିୟା ଶେଷ ହେବ। ୬୦ ଆସନ ମଧ୍ଯରୁ ବର୍ତ୍ତମାନ ସୁଦ୍ଧା ବିଜେପି ୧୦ ଆସନରେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇସାରିଛନ୍ତି। ସେମାନଙ୍କ ମଧ୍ଯରେ ମୁଖ୍ଯମନ୍ତ୍ରୀ ପେମା ଖାଣ୍ଡୁ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com