ମନୋରଞ୍ଜନ

ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି

ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ ଏବଂ ଦୀପିକା ବହୁତ ଉତ୍ସାହିତ ଅଛନ୍ତି।

ଅଧିକାଂଶ ଅଭିନେତ୍ରୀ ଗର୍ଭାବସ୍ଥାରେ ସମ୍ପୂର୍ଣ୍ଣ ବିଶ୍ରାମ ନେବା ଉପରେ ଧ୍ୟାନ ଦେଉଥିବାବେଳେ ଅଭିନେତ୍ରୀ ଦୀପିକା ପାଦୁକୋନ ଗର୍ଭାବସ୍ଥାରେ ମଧ୍ୟ ନିରନ୍ତର କାର୍ଯ୍ୟ କରୁଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com