ଓଡ଼ିଶାରାଜନୀତି

ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟି ପାଇଁ ବୁଧବାର ତାଲିକା ଜାରି ହୋଇଛି

ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟି ପାଇଁ ବୁଧବାର ତାଲିକା ଜାରି ହୋଇଛି।

ଏହି ତାଲିକାକୁ ଅଖିଳ ଭାରତୀୟ ଜାତୀୟ କଂଗ୍ରେସର ଅନୁମୋଦନ କରିଥିବା ନେଇ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ସୂଚନା ଦେଇଛନ୍ତି।

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ନିର୍ବାଚନ ପରିଚାଳନା କମିଟିରେ ପ୍ରସାଦ ହରିଚନ୍ଦନଙ୍କୁ ସଭାପତି ଦାୟିତ୍ବ ମିଳିଛି।

Related Articles

Back to top button
WP Twitter Auto Publish Powered By : XYZScripts.com