ଅନ୍ତର୍ଜାତୀୟ

ଚିନ୍ତା ବଢାଇ ଦେଇଛି ଇସ୍ରାଏଲ୍ ଓ ଇରାନ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ

ଚିନ୍ତା ବଢାଇ ଦେଇଛି ଇସ୍ରାଏଲ୍ ଓ ଇରାନ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ । ଦୀର୍ଘ ଦିନ ହେବ ଋଷ-ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ଥଣ୍ଡା ପଡିନଥିବା ବେଳେ ଇସ୍ରାଏଲ ଓ ଇରାନ ମଧ୍ୟରେ ଯୁଦ୍ଧ ବିଶ୍ୱର ଚିନ୍ତା ବଢାଇଦେଇଛି ।

ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଇସ୍ରାଏଲର ନଜର ଏବେ ଇରାନର ପରମାଣୁ ଠିକଣା ଉପରେ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com