ଓଡ଼ିଶା

ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା

ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମାପନ ଲାଗି ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।

ଏହା ସହିତ ନିର୍ବାଚନ ଥିବାରୁ ଆଦର୍ଶ ଆଚରଣ ବିଧିକୁ ଗୁରୁତ୍ୱର ସହ ନେଇ କାମ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳା ,ପାର୍କିଂ, ଟ୍ରାଫିକ ନିୟନ୍ତ୍ରଣ ସହ ନୀତିକାନ୍ତି ଶୃଙ୍ଖଳିତ ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com