ଓଡ଼ିଶା

ବ୍ରେନ ଷ୍ଟ୍ରୋକରେ ମୃତ୍ୟୁ ପରେ ଦୁଇଟି ଯାକ କିଡନୀ ଓ ଲିଭର ଦେଇ ତିନି ଜଣଙ୍କୁ ନୂଆ ଜୀବନ ଦେଇଛନ୍ତି ମହିଳା ସଂଯୁକ୍ତା ପାତ୍ର

ଅଙ୍ଗଦାନ କରି ଅମର । ବ୍ରେନ ଷ୍ଟ୍ରୋକରେ ମୃତ୍ୟୁ ପରେ ଦୁଇଟି ଯାକ କିଡନୀ ଓ ଲିଭର ଦେଇ ତିନି ଜଣଙ୍କୁ ନୂଆ ଜୀବନ ଦେଇଛନ୍ତି ମହିଳା ସଂଯୁକ୍ତା ପାତ୍ର ।

ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସଂଯୁକ୍ତାଙ୍କ ମସ୍ତିଷ୍କ ଆଘାତ ପରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା । ଏହାପରେ ତାଙ୍କର ଦୁଇଟି କିଡନୀ ଓ ଲିଭର କଢାଯାଇ ଗୋଟିଏ ଏସସିବି ମେଡିକାଲ ଓ ଅନ୍ୟ କିଡନୀଟି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପ୍ରତିରୋପଣ କରାଯିବା ପାଇଁ ସ୍ଥିର ହୋଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com