ରାଜନୀତି

ଲୋକସଭା ନିର୍ବାଚନ-୨୦୨୪ର ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରଚାର ଶେଷ ହୋଇଛି

ଲୋକସଭା ନିର୍ବାଚନ-୨୦୨୪ର ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରଚାର ଶେଷ ହୋଇଛି। ୧୯ ତାରିଖ ଦିନ ୨୧ ଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଂଚଳର ୧୦୨ଟି ଲୋକସଭା ଆସନରେ ଭୋଟ୍ ଗ୍ରହଣ ହେବ।

ଏଥର ଲୋକସଭା ନିର୍ବାଚନ ୭ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଥିବା ବେଳେ ଜୁନ୍ ୧ରେ ମତଦାନ ପ୍ରକ୍ରିୟା ଶେଷ ହେବ ଏବଂ ଜୁନ୍ ୪ ତାରିଖରେ ଫଳାଫଳ ପ୍ରକାଶ ପାଇବ।

Related Articles

Back to top button
WP Twitter Auto Publish Powered By : XYZScripts.com