ଓଡ଼ିଶା

ରାଜ୍ୟରେ ଅସମ୍ଭାଳ ତାତି ଜାରି ରହିଛି

ରାଜ୍ୟରେ ଅସମ୍ଭାଳ ତାତି ଜାରି ରହିଛି। ଅଗ୍ନିବର୍ଷୀ ଖରାରେ ସମଗ୍ର ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି।ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିବା ସହ ୪ ଦିନ ପର୍ଯ୍ୟନ୍ତ ତାତିରୁ ମୁକ୍ତି ମିଳିବ ନାହିଁ ବୋଲି କେନ୍ଦ୍ର କହିଛି।

ବିଶେଷ କରି ଗୁରୁବାର ଓ ଶୁକ୍ରବାର ତାତି ସବୁଠୁ ଶୀର୍ଷରେ ରହିବା ସହ ଏହି ସମୟରେ ଅନେକ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ପାଣିପାଗ କେନ୍ଦ୍ର କହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com