କ୍ରୀଡ଼ା

ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ବୋଲରମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜର ଓଭର ଶେଷ କରିପାରି ନ ଥିଲେ

ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ବୋଲରମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜର ଓଭର ଶେଷ କରିପାରି ନ ଥିଲେ। ଏହା ପରେ ଦୋଷ ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ପଡିଛି।

ବର୍ତ୍ତମାନ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ୧୨ ଲକ୍ଷ ଟଙ୍କା ଜୋରିମନା ଦେବାକୁ ପଡିବ। ତେବେ ମୁମ୍ବାଇ ଇଣ୍ଡିଆନ୍ସଙ୍କ ପାଇଁ ଏହା ଏକ ଭଲ କଥା ଯେ ସେମାନେ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଜିତିବାରେ ସଫଳ ହୋଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com