ଓଡ଼ିଶାରାଜନୀତି

ସାଂସଦ ଅପରାଜିତା ଷଡଙ୍ଗୀଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି

ସାଂସଦ ଅପରାଜିତା ଷଡଙ୍ଗୀଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି । ଅପରାଜିତା ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଶିଶୁଙ୍କୁ ବ୍ୟବହାର କରୁଛନ୍ତି ।

ନିର୍ଘାତ ଖରାରେ ତାଙ୍କ ବେକରେ ଦଳୀୟ ଉତ୍ତରୀୟ ପକାଇ ବୁଲାଉଛନ୍ତି । ବାରମ୍ବାର ସେ ଏଭଳି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଛନ୍ତି । ତେଣୁ ତାଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ପାଇଁ ବିଜେଡି ଦାବି କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com