ମନୋରଞ୍ଜନ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି।

ମାସାବା ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ସେ ଗତ ବର୍ଷ ଜାନୁୟାରୀ ୨୦୨୩ରେ ଅଭିନେତା ସତ୍ୟଦୀପ ମିଶ୍ରଙ୍କୁ ବିବାହ କରିଥିଲେ। ମାସାବାଙ୍କ ବିବାହରେ ବଲିଉଡ ତାରକାମାନେ ମଧ୍ୟ ଯୋଗ ଦେଇଥିଲେ। ବର୍ତ୍ତମାନ ମାସାବା ଶୀଘ୍ର ମା ହେବାକୁ ଯାଉଥିବା ଖୁସି ଖବର ସମସ୍ତଙ୍କୁ ଜଣାଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com