ଜାତୀୟ

ପ୍ରଥମେ ନେସଲେ, ଏବେ ଏଭେରେଷ୍ଟ

ପ୍ରଥମେ ନେସଲେ, ଏବେ ଏଭେରେଷ୍ଟ । ନେସଲେ କମ୍ପାନୀ ଉତ୍ପାଦ ଉପରେ ପ୍ରଥମ ପ୍ରଶ୍ନ ଉଠିଥିଲା ତ ଏବେ ଏଭେରେଷ୍ଟର ମାଛ ମସଲାକୁ ନେଇ ପ୍ରଶ୍ନ ଉଠିଛି ।

ଏନେଇ ସିଙ୍ଗାପୁର ସରକାର ବଜାରରେ ଥିବା ଏଭେରେଷ୍ଟର ସମସ୍ତ ମାଛ ମସଲାକୁ ଫେରାଇ ନେବାକୁ କମ୍ପାନୀକୁ ନିର୍ଦ୍ଦେଶ ଦେଇଛି । ମାଛ ମସଲାରେ କୀଟନାଶକ ଏଥିଲିନ ଅକ୍ସାଇଡର ଅଧିକ ପରିମାଣ ଥିବା ଦର୍ଶାଇ ସିଙ୍ଗାପୁର ଏଭଳି ପଦକ୍ଷେପ ନେଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com