ଓଡ଼ିଶା

ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରିଛନ୍ତି

ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରିଛନ୍ତି। ବାଲୁକା କଳା ମାଧ୍ଯମରେ ସଚେତନତା ବାର୍ତ୍ତା ଦିଆଯାଇଛି।

ସମସ୍ତେ ଗଣତନ୍ତ୍ରର ଏହି ମହାନ୍ ପର୍ବରେ ସାମିଲ୍ ହୋଇ ନିଜ ଅଧିକାର ତଥା ମତଦାନ କରିବାକୁ ସୁଦର୍ଶନ ତାଙ୍କ ବାଲୁକାକଳାରେ ବାର୍ତ୍ତା ଦେଇଛନ୍ତି। ବିଶେଷ କରି ଯୁବପିଢ଼ି ମାନଙ୍କୁ ଏହି ମତଦାନ ପ୍ରକ୍ରିୟାରେ ସାମିଲ ହେବାକୁ ସୁଦର୍ଶନ ଅନୁରୋଧ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com