ଜାତୀୟ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ ଭାଜପା ସହ ହାତ ମିଳାଇଛନ୍ତି।
କଂଗ୍ରେସ ଓ ସିପିଆଇଏମ ସପକ୍ଷରେ ଭୋଟ ନ ଦେବାକୁ ମଧ୍ୟ ସେ ଲୋକଙ୍କୁ ଅନୁରୋଧ କରିଛନ୍ତି।ମୁର୍ଶିଦାବାଦରେ ଗୋଟିଏ ନିର୍ବାଚନ ରାଲିକୁ ସମ୍ବୋଧନ କରି ମମତା କହିଛନ୍ତି, ପଶ୍ଚିମବଙ୍ଗରେ କୌଣସି ପ୍ରକାରର ଇଣ୍ଡିଆ ମେଣ୍ଟ ନାହିଁ।