ଓଡ଼ିଶା

ଆସନ୍ତା ୨୪ ତାରିଖରୁ ହିଞ୍ଜିଳିରୁ ପ୍ରଚାର ଅନୁକୂଳ କରିବେ ବିଜେଡି ସଭାପତି ତଥା ତଥା ଦଳର ଶୀର୍ଷ ତାରକା ନବୀନ ପଟ୍ଟନାୟକ

ଆସନ୍ତା ୨୪ ତାରିଖରୁ ହିଞ୍ଜିଳିରୁ ପ୍ରଚାର ଅନୁକୂଳ କରିବେ ବିଜେଡି ସଭାପତି ତଥା ତଥା ଦଳର ଶୀର୍ଷ ତାରକା ନବୀନ ପଟ୍ଟନାୟକ। ନିଜର ପାରମ୍ପରିକ ଆସନରୁ ଚଳିତ ନିର୍ବାଚନ ପାଇଁ ବିଧିବଦ୍ଧ ଭାବରେ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ।

ତାଙ୍କ ସହ ଦଳର ବରିଷ୍ଠ ନେତା ତଥା ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ପ୍ରଚାର ପାଇଁ ହିଞ୍ଜିଳି ଗସ୍ତ କରିବେ ବୋଲି ସୂଚନା ମିଳିଛି।

Related Articles

Back to top button
WP Twitter Auto Publish Powered By : XYZScripts.com