ଓଡ଼ିଶା

ପାଣିପାଗ କେନ୍ଦ୍ର କହିଛି ଯେ କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବାର ସମ୍ଭାବନା ରହିଛି

ପାଣିପାଗ କେନ୍ଦ୍ର କହିଛି ଯେ କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବାର ସମ୍ଭାବନା ରହିଛି। ଏଭଳି ସ୍ଥିତି ୨୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଓ ଏହାପରେ ପୁଣି ଗୋଟିଏ ପର୍ଯ୍ୟାୟରେ ଗ୍ରୀଷ୍ମ ଲହରୀ ଆରମ୍ଭ ହେବ।

ଏହି ପର୍ଯ୍ୟାୟରେ ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ବଢ଼଼ି ଚଳିତ ମାସ ଶେଷ ସୁଦ୍ଧା ତାପମାତ୍ରା ୪୬ ଡିଗ୍ରୀ ଡେଇଁବ ବୋଲି ଆକଳନ କରାଯାଉଛି।

Related Articles

Back to top button