ଓଡ଼ିଶା

ନିର୍ବାଚନକୁ ନେଇ ଓଡ଼ିଶାରେ ରାଜନୈତିକ ମାହୋଲ ବେଶ ସରଗରମ ରହିଛି

ନିର୍ବାଚନକୁ ନେଇ ଓଡ଼ିଶାରେ ରାଜନୈତିକ ମାହୋଲ ବେଶ ସରଗରମ ରହିଛି । ଗୋଟିଏ ପଟେ ଟିକେଟକୁ ନେଇ ଟଣାଓଟରା ଚାଲିଥିବା ବେଳେ ଅନ୍ୟପଟେ ପ୍ରଚାରକୁ ନେଇ ଦଳୀୟ କର୍ମକର୍ତ୍ତା, ନେତା ଏବଂ ମନ୍ତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

ଏଥିମଧ୍ୟରେ କଂଗ୍ରେସର ଯୁବ ନେତା ରାହୁଲ ଗାନ୍ଧୀ ଓଡ଼ିଶା ଗସ୍ତରେ ଆସିବେ । ମେ ୩ରେ ରାୟଗଡ଼ାରେ ନିର୍ବାଚନ ପ୍ରଚାର କରିବେ ରାହୁଲ ଗାନ୍ଧୀ । ସେଠାରେ ସେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com