ଜାତୀୟ

ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ନେଟ୍‌‌ ପରୀକ୍ଷା ପାଇଁ ଆବେଦନ ରବିବାର ଠାରୁ ଆରମ୍ଭ ହୋଇଛି

ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ନେଟ୍‌‌ ପରୀକ୍ଷା ପାଇଁ ଆବେଦନ ରବିବାର ଠାରୁ ଆରମ୍ଭ ହୋଇଛି। ଆସନ୍ତା ମେ ୧୦ ତାରିଖ ପର୍ଯ୍ୟନ୍ତ ଏଥିନିମନ୍ତେ ଆବେଦନ କରାଯାଇ ପାରିବ।

ଜୁନ୍‌‌ ୧୬ ତାରିଖରେ ନେଟ୍‌‌ ପରୀକ୍ଷା ଅନୁଷ୍ଠିତ ହେବ ନ୍ୟାସନାଲ୍‌‌ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସମୁଦାୟ ୮୩ ଟି ବିଷୟରେ ପିଏଚ୍‌‌ଡି କରିବା ନିମନ୍ତେ ଏହି ପରୀକ୍ଷା ମାଧ୍ୟମରେ ଛାତ୍ରଛାତ୍ରୀମାନେ ସୁଯୋଗ ପାଇବେ।

Related Articles

Back to top button